www.samajalive.in
Monday, December 15, 2025
16.1 C
Bhubaneswar

ମମତା ସିଂ କେନ୍ଦୁଝର ଜିଲ୍ଲା ଯାଦବ ମହାସଭା ମହିଳା ଶାଖା ସଭାନେତ୍ରୀ ନିଯୁକ୍ତ

ପାଟଣା: ଉତ୍କଳ ଯାଦବ ମହାସଭାର ରାଜ୍ୟ ସଭାପତି ତଥା ପୂର୍ବତନ ଓଡ଼ିଶା କ୍ରିକେଟ ଆସୋସିଏସନର ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଅନୁମୋଦନ କ୍ରମେ ଉତ୍କଳ ଯାଦବ ମହାସଭାର ରାଜ୍ୟ ମହିଳା ଶାଖା ସଭାନେତ୍ରୀ ଗୀତାରଣୀ ଦାସ କେନ୍ଦୁଝର ଜିଲ୍ଲା ଯାଦବ ମହିଳା ଶାଖାର ସଭାନେତ୍ରୀ ଭାବେ ମମତା ସିଂଙ୍କୁ ଚୟନ କରିଛନ୍ତି। ଏହା ପୂର୍ବରୁ ଶ୍ରୀମତୀ ସିଂ ବିଭିନ୍ନ ସାମାଜିକ ସଙ୍ଗଠନ ସହ ଜଡିତ ରହିଥିବା ବେଳେ ବର୍ତ୍ତମାନ ବିଜେପିର ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି। ଆଗକୁ ଯାଦବ ମହିଳା ସଙ୍ଗଠନକୁ ଅଧିକ କ୍ରିୟାଶୀଳ କରିବା ସହ ଏଭଳି ଗୁରୁ ଦାୟିତ୍ୱ ନିମନ୍ତେ ଉତ୍କଳ ଯାଦବ ମହାସଭାର ରାଜ୍ୟ ସଭାପତି ଆଶୀର୍ବାଦ ବେହେରା, ରାଜ୍ୟ ମହିଳା ଶାଖା ସଭାନେତ୍ରୀ ଗୀତାରଣୀ ଦାସ, ଜିଲ୍ଲା ଯାଦବ ମହାସଭା ସଭାପତି ପ୍ରଦୀପ ବାରିକଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରିଛନ୍ତି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories