www.samajalive.in
Wednesday, December 10, 2025
17.1 C
Bhubaneswar

ଭୀମକୁଣ୍ଡ ଉନ୍ନୟନ ସମିତି ବୈଠକ ଅନୁଷ୍ଠିତ

ପାଟଣା: ଭୀମକୁଣ୍ଡ ଉନ୍ନୟନ ସମିତିର ବୈଠକ ମଙ୍ଗଳବାର ସନ୍ଧ୍ୟାରେ ପାଟଣା ବ୍ଲକ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ସହ କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ, ପାଟଣା ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ତହସିଲଦାର ତାପସ ରଂଜନ ଦେହୁରୀ, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ଵନାଥ ନାୟକ, ଜିଲା ପରିଷଦ ସଦସ୍ୟ ସୁରେଶ ଚନ୍ଦ୍ର ନାଏକ ଓ ସଦସ୍ୟା ଡଲି ପାତ୍ର, ଜିଲା ପର୍ଯ୍ୟଟନ ଅଧିକାରୀ ରମେଶ ନାୟକ ପ୍ରମୁଖଙ୍କ ସହ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ଭୀମକୁଣ୍ଡ ପର୍ଯ୍ୟଟନ ସ୍ଥଳର ସୁପରିଚାଳନା ପାଇଁ ଆଲୋଚନା କରିବା ସହ ୱାଚ୍ ଟାୱାର, ପିଣ୍ଡି ନିଲାମି ଓ ସୌନ୍ଦର୍ଯ୍ୟକରଣ ଉପରେ ବୈଠକରେ ସବିଶେଷ ଆଲୋଚନା ହୋଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories