www.samajalive.in
Saturday, December 6, 2025
16.1 C
Bhubaneswar

ଚାଇଲ୍ଡ ଲାଇନ ପକ୍ଷରୁ ଶିଶୁ ଅଧିକାର ସପ୍ତାହ ପାଳିତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ପୁଟୁଳିଆ ଗ୍ରାମରେ ଚାଇଲ୍ଡ ଲାଇନ କେନ୍ଦୁଝର ତରଫରୁ ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ଚାଇଲ୍ଡ ଲାଇନ ସେ ଦୋସ୍ତି କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପାଟଣା ସିଡିପିଓ ବିଜୟଲକ୍ଷ୍ମୀ ମାରାଣ୍ଡି , ଆଇସିଡିଏସ୍ ସୁପରଭାଇଜର ରତ୍ନମଣୀ ମହାନ୍ତ , ଅଙ୍ଗନବାଡ଼ି କର୍ମୀ ସାମିଲ ଥିବା ବେଳେ ଶିଶୁ ସୁରକ୍ଷା ବିଭାଗ ତରଫରୁ ଶ୍ରୀମତୀ ଝରଣା ଦାସ କାର୍ୟ୍ୟକ୍ରମ କୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମ ରେ ଗ୍ରାମର ଛୋଟ ଛୋଟ ପିଲା ମାନେ ପଥପ୍ରାନ୍ତ ନାଟକ ଓ ନୃତ୍ୟ ଜରିଆରେ ବାଲ୍ୟ ବିବାହ ବିରୋଧ ରେ ଜନ ସଚେତନତା ସୃଷ୍ଟି କରିଥିଲେ। ଏହି ଅବସରରେ ଶିଶୁ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ ସେମାନଙ୍କୁ ଉତ୍ସାହିତ କରାଯାଇଥିଲା। ଚାଇଲ୍ଡ ଲାଇନ କେନ୍ଦୁଝର ତରଫରୁ ଅକ୍ଷୟ କୁମାର ମହାନ୍ତ , ସୁଜାତା ଦେହୁରୀ , ରିନାବାଳା ନାଏକ ଏବଂ ପ୍ରିୟବ୍ରତ ସାମଲ ପ୍ରମୁଖ କାର୍ଯ୍ୟକ୍ରମ ଟିକୁ ପରିଚାଳନା କରିଥିଲେ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories