www.samajalive.in
Friday, December 5, 2025
20.1 C
Bhubaneswar

ପଣ୍ଡିତ ଦୀନଦୟାଲଙ୍କ ଜନ୍ମ ତିଥିରେ ମଲିପଶିରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ପାଟଣା: ଆଜି ବିଜେପି ପକ୍ଷରୁ ପଣ୍ଡିତ ଦୀନଦୟାଲଙ୍କ ଜନ୍ମ ତିଥି ଅବସରରେ ପାଟଣା ବ୍ଲକ ଅନ୍ତର୍ଗତ ମଲ୍ଲୀପଶି ଗ୍ରାମର ଜଗନ୍ନାଥ, ବଳଭଦ୍ର, ମା’ ସୁଭଦ୍ରାଙ୍କ ରଥ ଠାରୁ ମଲ୍ଲୀପଶି ପମ୍ପ ହାଉସ ପର୍ଯ୍ୟନ୍ତ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ସାହାରପଡା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି। ଏଥିରେ ପାଟଣା ମଣ୍ଡଳ ସଭାପତି ଅଭୟ କୁମାର ବେହେରା ,ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ପ୍ରହ୍ଲାଦ ପଲେଇ, ଉପସଭାପତି ହରିଶ ଚନ୍ଦ୍ର ମହାନ୍ତ, ନରହରି ମହାନ୍ତ, କେଶବ ଚନ୍ଦ୍ର ବାରିକ, କୃଷକ ମୋର୍ଚ୍ଚା କୋଷାଧ୍ୟକ୍ଷ ଡମ୍ବରୁ ଧର ମହାନ୍ତ, କୃଷକ ମୋର୍ଚ୍ଚା ସଭାପତି ତ୍ରିନାଥ ମହାନ୍ତ, କୃଷକ ମୋର୍ଚ୍ଚା ସମ୍ପାଦକ ଶ୍ରୀକାନ୍ତ ପାତ୍ର, ପଞ୍ଚାୟତ ପ୍ରମୁଖ ଚତୁର୍ଭୁଜ ମହାନ୍ତ ଓ ସାହାରପଡାର କେନ୍ଦୁଝର କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ରାଜେଶ ମହାନ୍ତ ଓ ସତ୍ୟବ୍ରତ ସେଠୀ ପ୍ରମୁଖ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନ୍ତର୍ଗତ ସଫେଇ କରିବା ସହ ଏକ ବୈଠକରେ ମିଳିତ ହୋଇଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories