www.samajalive.in
Sunday, December 14, 2025
19.1 C
Bhubaneswar

ପାଟଣା ବ୍ଲକରେ କଳାକାର ଯୋଗ୍ୟତା ଚୟନ କାର୍ଯ୍ୟକ୍ରମ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକରେ ଶନିବାର ଦିନ କଳାକାରମାନଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ଯୋଗ୍ୟତା ନିର୍ଦ୍ଧାରଣ ପାଇଁ କଳାକାରମାନଙ୍କୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ବିଶ୍ଵନାଥ ନାଏକ, ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ଏବିଡ଼ିଓ ପ୍ରଫୁଲ୍ଲ କୁମାର ନାଏକ, ଜିପିଓ ରଶ୍ମିରେଖା ମହାନ୍ତି ଓ ବିଚାରକ ଭାବେ ପାର୍ଥ ସାରଥୀ ବେଜ, ମଧୁସୂଦନ ବାରିକ ଓ ପଞ୍ଚାନନ ବାରିକ ପ୍ରମୁଖ ଉପସ୍ଥିତ ରହି କଳାକାରମାନଙ୍କ କ୍ଷୁଦ୍ର ନାଟକ, ପାଲା, ଯାତ୍ରା ନାଟକ, ଆଦିବାସୀ ନୃତ୍ୟ ଭଳି କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଚାରକଙ୍କ ଦ୍ଵାରା ୧୦୨ ଜଣ କଳାକାରଙ୍କ ମଧ୍ୟରୁ ୮୦ ଜଣ କଳାକାରଙ୍କୁ ଚୟନ କରାଯାଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories