www.samajalive.in
Saturday, December 13, 2025
27.1 C
Bhubaneswar

ଜଡିଚାତରରେ କୁଡୁମୀ ସଂପ୍ରଦାୟର ଟୁସୁ ଭଷାଣି ଉତ୍ସବ ଅନୁଷ୍ଠିତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଚାକୁଣ୍ଡାପାଳ ପଞ୍ଚାୟତ ଜଡିଚାତର ଗ୍ରାମରେ କୁଡୁମୀ ସଂପ୍ରଦାୟର ଯୁବତୀ ଓ ମହିଳା ମାନଙ୍କ ଦ୍ୱାରା ଟୁସୁ ଦେବୀଙ୍କ ଭଷାଣି ପର୍ବ ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ମହିଳା ଓ ଯୁବତୀମାନେ ଢୋଲ ଓ ମାଦଲର ତାଳେ ତାଳେ କୁଡୁମୀ ସଂପ୍ରଦାୟର ନାଚ ଗୀତ କରି ଟୁସୁଦେବୀଙ୍କୁ ଶୋଭାଯାତ୍ରାରେ ନିଆଯାଇ ଜହ୍ଲେଇ ନାଳରେ ଭସାଣି କରାଯାଇଥିଲା।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories