www.samajalive.in
Saturday, December 13, 2025
21.1 C
Bhubaneswar

ଅମାନିଆ ବ୍ୟବସାୟୀଙ୍କୁ ଜୋରିମାନା

ପାଟଣା: ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ, ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ ,ପାଟଣା ଥାନାଧିକାରୀ ରାଜେନ୍ଦ୍ର ସ୍ୱାଇଁଙ୍କ ଦଳ ପକ୍ଷରୁ ଆଜି ପାଟଣା ବଜାର ଅଞ୍ଚଳରେ ଚଢାଉ ସମୟରେ କରୋନା କଟକଣା ମାନୁନଥିବା କିଛି ବ୍ୟବସାୟ ପ୍ରତିଷ୍ଠାନ ଉପରେ ଚଢାଉ କରାଯାଇ ୬ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି। ପାଟଣା ବିଦେଶୀ ମଦ ଦୋକାନ ଆଗରେ ଚୋରାରେ ମଦ ବିକ୍ରୀ କରାଯାଉଥିବାରୁ ଦୋକାନ ଆଗରେ ଗହଳି ପାଇଁ ଏହି ମଦ ଦୋକାନକୁ ୫ ହଜାର ଟଙ୍କା ଜୋରିମାନା କରାଯାଇଥିବା ବେଳେ ଆନନ୍ଦେଶ୍ଵର ବଜାରର ଅନ୍ୟ ଏକ ବାସନ କୁସନ ଦୋକାନକୁ ୫ ଶହ ଟଙ୍କା ଲେଖାଏଁ ଜୋରିମାନା କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories