www.samajalive.in
Sunday, December 7, 2025
26.1 C
Bhubaneswar

ଏକାଦଶାହରେ ଦିବଂଗତ ସାହିତ୍ୟ ସ୍ରଷ୍ଟାଙ୍କୁ ଶ୍ରଦ୍ଧାଞ୍ଜଳି

ପାଟଣା: ପାଟଣାର ବୟୋଜ୍ୟେଷ୍ଠ କବି ଭିକାରୀ ଚରଣ ନାୟକଙ୍କ ଏକାଦଶାହ ଅବସରରେ ରବିବାର ପାଟଣା ବୈତରଣୀ ତଟ ଅନସ୍ଵୟା ଘାଟରେ ତିଳ ତର୍ପଣ ସହ ଶ୍ରଦ୍ଧାଞ୍ଜଳି ସଭା କରୋନା କଟକଣାକୁ ମାନି ଅନୁଷ୍ଠିତ ହୋଇଯାଇଛି। ସମାଜସେବୀ ବିଦ୍ୟାଧର ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ କବି ଭରତ ଚନ୍ଦ୍ର ସାହୁ, ପର୍ଶୁରାମ ପଣ୍ଡା, ପ୍ରଫେସର ହରିହର ଓଝା, ବିଦ୍ୟାଧର ମହାନ୍ତ, ଗଦାଧର ମହାନ୍ତ, ଅରୁଣ କୁମାର ମିଶ୍ର, ସନାତନ ଦାଶ, ଚିନ୍ମୟ ମିଶ୍ର, ମନମୋହନ ମହାନ୍ତ, ଲୁଲୁ ମହାନ୍ତ ଓ ମୋହନ ମହାନ୍ତ ପ୍ରମୁଖ ଶ୍ରଦ୍ଧାଞ୍ଜଳି ସଭାରେ ସାମିଲ ଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories