www.samajalive.in
Sunday, December 14, 2025
19.1 C
Bhubaneswar

ସଞ୍ଜୁଲତା ଖିରେଇଟାଙ୍ଗିରୀ ସରପଞ୍ଚ ନିର୍ବାଚିତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତର ନୂତନ ସରପଂଚ ଭାବେ ସଞ୍ଜୁଲତା ନାଏକ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ସସ୍ମିତା ନାଏକଙ୍କୁ ପରାସ୍ତ କରିଛନ୍ତି। ସଞ୍ଜୁଲତାଙ୍କୁ ଖିରେଇଟାଙ୍ଗିରୀ ପଞ୍ଚାୟତର ନୂତନ ସରପଞ୍ଚ ହୋଇଥିବା ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories