www.samajalive.in
Thursday, December 11, 2025
18.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଯୁବ ଇଞ୍ଜିନିୟର ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଶ୍ୟାମସୁନ୍ଦରପୁର ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି । ମୃତ ଇଞ୍ଜିନିୟର ହେଲେ ପାଟଣା ଥାନା ତଣ୍ଡୋ ଗ୍ରାମର ତ୍ରିଲୋଚନ ମହାନ୍ତଙ୍କ ପୁଅ ଦିଗ୍‌ବିଜୟ ମହାନ୍ତ । ସେ ରାଉରକେଲାରୁ ନିଜ ଗ୍ରାମ ତଣ୍ଡୋକୁ ଫେରୁଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଶ୍ୟାମସୁନ୍ଦରପୁର ନିକଟରେ ତାଙ୍କ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories