www.samajalive.in
Sunday, December 14, 2025
19.1 C
Bhubaneswar

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଚିନାମାଳିପଶି ପଞ୍ଚାୟତ ବଡମହୁଲଡିହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କୁ ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଯଦୁମଣୀ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ କେନ୍ଦ୍ର ସଂଯୋଜିକା ସରୋଜିନୀ ନାଏକ ଯୋଗ ଦେଇଥିଲେ। ପ୍ରଧାନଶିକ୍ଷକ ଶରତ ଚନ୍ଦ୍ର ମହାପାତ୍ର ଓ ଶିକ୍ଷକ ଦୀବାକର ଦେହୁରୀ, ବିଭୁତି ଭୂଷଣ ପ୍ରଧାନ, ଶକ୍ଷୟିତ୍ରୀ ଚନ୍ଦ୍ରାବଳୀ ଗିରି, ପ୍ରତିଭା ସ୍ୱାଈଁ, ପ୍ରିୟଙ୍କା ଜେନା ପ୍ରମୁଖ ଉପସ୍ଥିତ ରହି ସମସ୍ତ ବିଦାୟି ଛାତ୍ରଛାତ୍ରୀଙ୍କ ଶୁଭ ଚିନ୍ତନ କରି ପୂଷ୍ପଗୁଛ ପ୍ରଦାନ ପୂର୍ବକ ବିଦାୟ ଦିଆଯାଇଥିଲା। ଉପସ୍ଥିତ ଶିକ୍ଷକ ଶିକ୍ଷୟତ୍ରୀ ବିଦ୍ୟାଳୟରୁ ବିଦାୟ ନେଉଥିବା ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories