www.samajalive.in
Monday, December 15, 2025
27.1 C
Bhubaneswar

ସିଲିପଦା ୟୁକାଲି ପଟାସ ଜଙ୍ଗଲରେ ନିଆଁ ଲାଗି ଜଳିଗଲା ଶହଶହ ଗଛ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ସାହାରପଡା କ୍ଷେତ୍ର ସିଲିପଦା ଜଟିଆ ହୁଡ଼ି ନିକଟରେ ଥିବା ୟୁକାଲି ପଟାସ ଜଙ୍ଗଲ ରେ ନିଆଁ ଲାଗି ଶହଶହ ଗଛ ଜଳି ପଡି ନଷ୍ଟ ହୋଇଯାଇଛି। ନିଆଁର ପ୍ରକୋପ ଏତେ ଜୋର ଥିଲା ଯେ ଚାହୁଁ ଚାହୁଁ ସାରା ଜଙ୍ଗଲକୁ ନିଆଁ ବ୍ୟାପି ଯାଇଥିଲା। ଜଙ୍ଗଲରେ ନିଆଁ ଲାଗିଥିବାରୁ ଜଙ୍ଗଲ ପାଖରେ ଥିବା ଘରର ଲୋକେ ଭୟଭୀତ ଅବସ୍ଥାରେ ରହିଥିଲେ। ଖବର ପାଇ ଆହାରପଡା ଅଗ୍ନିଶମ ବିଭାଗ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଛନ୍ତି ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଜଣା ପଡି ନଥିବା ବେଳେ କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories