www.samajalive.in
Sunday, December 14, 2025
15.1 C
Bhubaneswar

ଟ୍ରାକ୍ଟର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ପାଟଣା: ଟ୍ରାକ୍ଟର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି ।  ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ- ଚିନାମାଳିପଶି ରାସ୍ତାର ହାତୀନୋଟା ନିକଟରେ ଆଜି ସକାଳ ପ୍ରାୟ ୯ଟା ସମୟରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ମୃତ ଯୁବକ ଜଣକ ପାଟଣା ଥାନା ଅନ୍ତର୍ଗତ ପୁଟୁଳିଆ ଗ୍ରାମର ବିଜୟ କୁମାର ମହାନ୍ତ(୧୮) ବୋଲି ଜଣାପଡିଛି । ଦୁର୍ଘଟଣାରେ ଯୁବକ ଜଣକ ଛିଟିକି ପଡିବାରୁ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି । ଏହି ଇଲାକାଟି ଘଟଗାଁ ଥାନା ଅଞ୍ଚଳ ହେଇଥିବାରୁ ଘଟଗାଁ ପୁଲିସକୁ ଖବର ଦିଆଯାଇଛି। ପଥର ପରିବହନ କରୁଥିବା ଏହି ଟ୍ରାକ୍ଟରଟି ଦୁର୍ଘଟଣା ଘଟାଇ ଜଙ୍ଗଲ ଭିତରକୁ ଫେରାଇ ହୋଇଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories