www.samajalive.in
Friday, December 12, 2025
19.1 C
Bhubaneswar

ବଜ୍ରପାତ ନେଲା ଗର୍ଭବତୀ ଗାଈର ଜୀବନ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ବୁଢ଼ୀକାପୁଡ଼ି ପଞ୍ଚାୟତ ଲକ୍ଷ୍ମୀପଶି ଗ୍ରାମରେ ଗତକାଲି ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଛି ।  ବଜ୍ରପାତ ହେବାରୁ ଗୋଟିଏ ଗର୍ଭବତୀ ଗାଈର ମୃତ୍ୟୁ ଘଟିଛି । ସୂଚନା ମୁତାବକ ଗାଈଟିର ମାଲିକ ପ୍ରଭାକର ମହାନ୍ତ ଘର ଅଗଣାରେ ଗାଈକୁ ବାନ୍ଧି ରଖିଥିଲେ । ସେହି ସମୟରେ ବଜ୍ରପାତ ହୋଇଥିଲା । ବଜ୍ରପାତ କାରଣରୁ ଗାଈଟିର ମୃତ୍ୟୁ ଘଟିଛି ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories