www.samajalive.in
Monday, December 8, 2025
24.1 C
Bhubaneswar

ବସ୍-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ଗୁରୁତର

ପାଟଣ: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଶ୍ରୀୟା ନାମକ ଏକ ଯାତ୍ରୀବାହୀ ବସ୍ କେନ୍ଦୁଝରରୁ ରାଇରଙ୍ଗପୁର ଯାଉଥିବା ସମୟରେ ନିହ୍ନୁଆଁ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ କରୁଛି । ତେବେ ସୌଭାଗ୍ୟ କ୍ରମେ ବସରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି  ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories