www.samajalive.in
Wednesday, December 10, 2025
14.1 C
Bhubaneswar

ଗାଈକୁ ଧକ୍କା ଦେଇ ବାଇକ ଦୁର୍ଘଟଣାଗ୍ରସ୍ତ, ଦୁଇ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଭାରତ ପେଟ୍ରୋଲ ପମ୍ପ ନିକଟରେ ଗାଈକୁ ଧକ୍କା ଦେଇ ଗୋଟିଏ ବାଇକ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକରେ ଥିବା ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ୧୦୮ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଗୁରୁତର ଯୁବକ ଦୁଇ ଜଣଙ୍କ ସଠିକ ପରିଚୟ ମିଳି ପାରିନଥିବା ବେଳେ ଯୁବକ ଦୁଇ ଜଣ ଯାଜପୁର ଅଞ୍ଚଳର ଓ ଭାରତ ମସଲା କମ୍ପାନୀର କର୍ମଚାରୀ ବୋଲି ଜଣାପଡିଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରି ତଦନ୍ତ କରୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories