www.samajalive.in
Monday, December 8, 2025
14.1 C
Bhubaneswar

ସେବା ଓ ସେବକ ସପ୍ତାହ ; ସ୍ବାମ ପାଟଣା ମହାବିଦ୍ୟାଳୟରେ ଚାରା ରୋପଣ

ପାଟଣା : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୪ତମ ପୁଣ୍ୟତିଥି ଅବସରରେ ଦୈନିକ ‘ସମାଜ’ ପକ୍ଷରୁ ପାଟଣା ବ୍ଲକ ମୁଖ୍ୟାଳୟ ସ୍ବାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ ଚାରା ରୋପଣ କରାଯାଇଛି। ମୁଖ୍ୟ ଅତିଥି ଭାବେ ପାଟଣା ବ୍ଲକ ବିଜୁ ଜନତା ଦଳର ସଭାପତି ମାଧବାନନ୍ଦ ପୃଷ୍ଟିଙ୍କ ଦ୍ଵାରା ପ୍ରଥମ ପିଜୁଳି ଚାରା ରୋପଣ କରାଯାଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁ, କ୍ରିଡ଼ା ଶିକ୍ଷକ ଲେଫ୍ଟନାଣ୍ଟ ଧର୍ମେନ୍ଦ୍ର କୁମାର ସାହୁଙ୍କ ସହ ବରେଣ୍ୟ ଅତିଥି ଭାବେ ବଡପାଟଣା ସରପଞ୍ଚ ବିନତୀ ବାନରା, ଥାନା ଅଧିକାରୀ ରାଜେନ୍ଦ୍ର ସ୍ୱାଇଁ, ସମାଜସେବୀ ଅଜୟ କୁମାର ଦାଶ, ବନପାଳ ଚିତ୍ତରଞ୍ଜନ ପରିଡା, ବନବିଭାଗ ପାରା କର୍ମଚାରୀ ଅଟଳ ବିହାରୀ ସେଠୀ, ମହାବିଦ୍ୟାଳୟର ଛାତ୍ର ଦେବବ୍ରତ ମିଶ୍ର, ସୁଶାନ୍ତ କୁମାର ମହାନ୍ତ ଓ ଦୀପକ କୁମାର ମହାନ୍ତଙ୍କ ସହ ସମାଜ ପ୍ରତିନିଧି ନୃସିଂହ ନାଥ ସିଂହ ଓ ଚିରଞ୍ଜିବି ଦାଶ, ଗଣମାଧ୍ୟମ ପ୍ରତିନିଧି ସନ୍ତୋଷ କୁମାର ପତି, ଅଭିମନ୍ୟୁ ରାଉତ, କାମିନୀକାନ୍ତ ଦ୍ବିବେଦୀ, ବିଜୟ କୁମାର କାରୁଆ, ପ୍ରେସ ବ୍ଲକ ସମ୍ପାଦକ ବିଜୟ ରତ୍ନ ପତି ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories