www.samajalive.in
Friday, December 12, 2025
15.1 C
Bhubaneswar

ମଲ୍ଲିପଶିରେ ବିଜେପିର ସାଙ୍ଗଠନିକ ବୈଠକ ଅନୁଷ୍ଠିତ 

ପାଟଣା:କେନ୍ଦୁଝର ଜିଲ୍ଲା ପାଟଣା ମଣ୍ଡଳ ବିଜେପି ପକ୍ଷରୁ ଆଜି ମଲ୍ଲିପଶୀ ଠାରେ ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟଣା ମଣ୍ଡଳ ସଭାପତି ଅଭୟ କୁମାର ବେହେରାଙ୍କ ସଭାପତିତ୍ବରେ ଶକ୍ତିକେନ୍ଦ୍ର ପ୍ରଭାରୀ, ବୋଥ କମିଟି ଓ ହରଘର କି ତ୍ରିରଙ୍ଗା ଉପରେ ସବିଶେଷ ଆଲୋଚନା ହୋଇଥିଲା । ଏହି ବୈଠକରେ ବିଜେପି ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ପ୍ରହଲ୍ଲାଦ କୁମାର ପଲେଇ, ଡମ୍ବୁରୁଧର ମହାନ୍ତ, ତ୍ରିନାଥ ମହାନ୍ତ, ନରହରି ମହାନ୍ତ, ଲଳିତ ମୋହନ ଗିରି, କୃଷ୍ଣ ମହାନ୍ତ, ନିରଞ୍ଜନ ନାୟକ, ଭରତ ଚନ୍ଦ୍ର ମହାନ୍ତ, ଚତୁରା ମହାନ୍ତ, ଅର୍ଜୁନ ମହାନ୍ତ, ମଙ୍ଗୁଲୁ ବାରିକ୍ ପ୍ରମୁଖ ବହୁତ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories