www.samajalive.in
Saturday, December 6, 2025
26.1 C
Bhubaneswar

ମାଛଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାରପିଟ; ଥାନାରେ ମାମଲା

ପାଟଣା: ପାଟଣା ଥାନା ଅଞ୍ଚଳ ସାହାରପଡ଼ା ବ୍ଲକ ମାଛଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଡାଟା ଏଣ୍ଟ୍ରି ଓପରେଟର ଦିନେଶ କୁମାର ମହାନ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ସମୟରେ ତାଙ୍କୁ ସେହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଜଗଦୀଶ ମହାନ୍ତ ଗାଳି ଗୁଲଜ ସହ ମାରପିଟ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସେହିପରି ଅଧ୍ୟାପକ ଜଗଦୀଶ ମହାନ୍ତ ମଧ୍ୟ ଅଭିଯୋଗ ଆଣିଛନ୍ତି ଯେ ତାଙ୍କୁ ଏବଂ ତାଙ୍କ ସହଯୋଗୀ ଅଧ୍ୟାପକ ରାଜ ଗୋପାଳଙ୍କୁ ଡାଟା ଏଣ୍ଟ୍ରି ଓପରେଟର ଦିନେଶ ଓ ତାଙ୍କ ପିତା ମଧୁସୂଦନ ମହାନ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଶି ମାଡ଼ ମାରିଛନ୍ତି । ଏନେଇ ଥାନାରେ ୧୯୨/୨୨ ଏବଂ ୧୯୩/୨୨ ଦୁଇଟି ମାମଲା ରୁଜୁ ହୋଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories