www.samajalive.in
Wednesday, December 10, 2025
23.1 C
Bhubaneswar

ପାଟଣା ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ

ପାଟଣା: ଭାରତୀୟ ଜନତା ପାର୍ଟି ପାଟଣା ମଣ୍ଡଳ ଅନ୍ତର୍ଗତ ୨୩ ନମ୍ବର ଜୋନର ମଲିପଶି ଠାରେ ଗତକାଲି ଚତୁର୍ଥ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ମଣ୍ଡଳ ସଭାପତି ଅଭୟ କୁମାର ବେହେରାଙ୍କ ସଭାପତତ୍ବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ଉପ ସଭାପତି ଗୋପୀନାଥ ରାମ, ପାଟଣା ବିଧାନସଭା ପ୍ରଭାରୀ କୃପା ସିନ୍ଧୁ ମହାନ୍ତ, ସଂଯୋଜକ ସୁଦର୍ଶନ ମହାନ୍ତ ,ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ପ୍ରହଲ୍ଲାଦ ପଲେଇ , ଜିଲ୍ଲା କୃଷକ ମୋର୍ଚ୍ଚା କୋଷାଧ୍ୟକ୍ଷ ଡମ୍ବୁରୁଧର ମହାନ୍ତ, ପାଟଣା ମଣ୍ଡଳ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ପଲେଇ, ଲଳିତ ମୋହନ ଗିରି, ଜିଲ୍ଲା ଓ ବିସି ମୋର୍ଚ୍ଚା ସଭାପତି ଲକ୍ଷ୍ମଣ କୁମାର ରାଉତ ପ୍ରମୁଖ ଯୋଗଦେଇ ୨୦୨୪ ପାଇଁ ସଂଗଠନ ପକ୍ଷରୁ ମୋ ବୁଥ୍‌ ମଜଭୁତ କେନ୍ଦ୍ରୀୟ ଯୋଜନା ବାବଦରେ କର୍ମୀଙ୍କୁ ଜଣାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମଣ୍ଡଳ କୃଷକ ମୋର୍ଚ୍ଚା ସଭାପତି ତ୍ରିନାଥ ମହାନ୍ତ, ନରହରି ମହାନ୍ତ, ଶ୍ରୀକାନ୍ତ ପାତ୍ର ସଭା ପରିଚାଳନାରେ ସହଯୋଗ କରିଥିଲେ । ବୈଠକରେ ଶତାଧିକ ବିଜେପି କର୍ମୀ ସାମିଲ ହୋଇଥିଲେ ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories