www.samajalive.in
Friday, December 12, 2025
19.1 C
Bhubaneswar

ଶଶୁର ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା ଅଭିଯୋଗ

ପାଟଣା – କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡା ରେ ଘଟି ଯାଇଛି ଅଭାବନୀୟ ଘଟଣା । ଗଣ୍ଡବେଡା ଗ୍ରାମରେ ବିରଞ୍ଚି ବେହେରା ଙ୍କ ଘରେ ଘର ଜ୍ୱାଇଁ ଭାବେ ରହୁଥିବା ଘଟଗାଁ ଥାନା ପାଣପଶି ଗ୍ରାମର ବିନୋଦ ବେହେରା ଓରଫ୍ ରବି (୩୬) ବାଉଁଶ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ସୋମବାର ଘରେ କଳି ଝଗଡା ପରେ ସେ ବଜାର କୁ ଯାଇ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନଥିଲେ। ମଙ୍ଗଳବାର ଘର ପଛ ପାଖରେ ଥିବା ଏକ ବାଉଁଶ ଗଛରେ ବିନୋଦ ଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ । ଏନେଇ ପାଟଣା ଥାନା କୁ ଖବର ଦିଆଯିବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରିବା ସହ ମୃତଦେହ କୁ ଜବତ କରି ବ୍ୟବଚ୍ଛେଦ କରାଇବା ସହ ତାଙ୍କ ପରିବାର କୁ ହସ୍ତାନ୍ତର କରିଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories