www.samajalive.in
Saturday, December 6, 2025
16.1 C
Bhubaneswar

ଉଦୟପୁର ଡାକ୍ତରଖାନାରେ ମାର ପିଟ ମାମଲାରେ ଜଣେ ଗିରଫ

ପାଟଣା : ପାଟଣା ଥାନା ଅନ୍ତର୍ଗତ ଉଦୟପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପଶି ମାର ପିଟ କରିବା ଘଟଣାରେ ପାଟଣା ପୁଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ବ୍ୟକ୍ତି ଜଣକ ଉଦୟପୁର ଗ୍ରାମର ଦିଲ୍ଲୀପ ନାଏକ(୩୮) ବୋଲି ଜଣାପଡିଛି । ଏନେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories