www.samajalive.in
Sunday, December 14, 2025
14.1 C
Bhubaneswar

ବିଦ୍ୟାଳୟରୁ ଚୋରି, ଥାନାରେ ଅଭିଯୋଗ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଝାଟିପଡା ପ୍ରାଥମିକ ବିଦ୍ୟାଳୟରୁ ଚୋରି ହୋଇଥିବା ନେଇ ପାଟଣା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ଗୁରୁବାର ରାତିରେ କୌଣସି ଦୁର୍ବୁତ୍ତ ବିଦ୍ୟାଳୟ ଗୃହର କବାଟ ତାଡ଼ି ସମସ୍ତ ରୋଷେଇ ସାମଗ୍ରୀ ସହ ୨ଟି ଡିସ୍, ୩ଟି ବାଲଟି ଓ ୨ଟି କଡେଇ ଚୋରି କରି ନେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରୋମଦ ମହାନ୍ତ ବିଦ୍ୟାଳୟରେ ପହଁଞ୍ଚିବା ପରେ ଚୋରି ହୋଇଥିବା ଦେଖି ପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପାଟଣା ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ ବିଦ୍ୟାଳୟରେ ପହଞ୍ଚି ଘଟଣା ତଦନ୍ତ କରିଛନ୍ତି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories