www.samajalive.in
Sunday, December 7, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ କଂଗ୍ରେସ ନେତା

ପାଟଣା : ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ୫ଟି ପରିସର ଭୁକ୍ତ କରାଯାଇ “ଆମ ହସ୍ପିଟାଲ” ଘୋଷଣା କରିଥିବାରୁ ରାଜ୍ୟ ସରକାର ଓ ୫ଟି ସଚିବଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ପାଟଣାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ ଓ ବିଧାୟକ ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ। ପାଟଣା ବାସୀ ଦୀର୍ଘ ଦିନରୁ ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ୫ଟି ପରିସର ଭୁକ୍ତ କରିବା ପାଇଁ ଦାବି କରି ଆସୁଥିବା ବେଳେ ଡାକ୍ତର ପଦବୀ ପୂରଣ ପାଇଁ ଆନ୍ଦୋଳନ କରି ଆସୁଛନ୍ତି । ଅସ୍ଥିସଲ୍ୟ ବିଭାଗ, ଚର୍ମ,ଇଏନଟି,ଚକ୍ଷୁ ଭଳି ଗୁରୁତ୍ତ୍ୱପୂର୍ଣ୍ଣ ବିଭାଗ ଖୋଲିବା ସହ ଖାଲି ପଡ଼ିଥିବା ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ କରିବା ପାଇଁ କଂଗ୍ରେସ ନେତା ଇଂ ବିନୋଦ ବିହାରୀ ନାଏକ ପୁନଃ ଦାବି କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories