www.samajalive.in
Saturday, December 6, 2025
14.1 C
Bhubaneswar

ପ୍ରାଥମିକ ବିଦ୍ୟାଳୟରୁ ଚାଉଳ ଚୋରି

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟରୁ ଗତରାତି ମଧ୍ୟାହ୍ନ ଭୋଜନ ପାଇଁ ଗଛିତ ଥିବା ୨ କୁଇଣ୍ଟାଲ ଚାଉଳ ଚୋରୀ ହୋଇଥିବା ପୁଲିସରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତରଣୀସେନ ବାଗ ବିଦ୍ୟାଳୟକୁ ଯାଇ କେତେ ଚାଉଳ ଗଚ୍ଛିତ ଥିଲା ଓ କେତେ ଚୋରି ହୋଇଛି ସେ ସମ୍ପର୍କରେ ତଦନ୍ତ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories