www.samajalive.in
Saturday, December 6, 2025
26.1 C
Bhubaneswar

ମହଙ୍ଗା ପଡ଼ିଲା ଲାଞ୍ଚ ନେବା : ଫସିଲେ ଘଟଗାଁ କନିଷ୍ଠ ରାଜସ୍ୱ ସହାୟକ

ପାଟଣା : ଲାଞ୍ଚ ନେବା ସମୟରେ ଦୁର୍ନୀତି ନିର୍ବାରଣ ବିଭାଗ (ଭିଜିଲାନ୍ସ) ହାତରେ ଧରାପଡ଼ିଛନ୍ତି ଘଟଗାଁ କନିଷ୍ଠ ରାଜସ୍ୱ ସହାୟକ ଦେବାଶିଷ ପଣ୍ଡା। ସୂଚନା ଅନୁସାରେ, ଘଟଗାଁ ତହସିଲ ଅନ୍ତର୍ଗତ ଟାଙ୍ଗରତଳି ଗ୍ରାମର ବନମାଳୀ ପଲେଇଙ୍କ ଠାରୁ ଦଶ ହଜାର ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଧରିଥିବା ଜଣାପଡ଼ିଛି। ଲାଞ୍ଚ ଟଙ୍କା ଜବତ ହେବା ସହିତ ମାମଲା ରୁଜୁ ହୋଇଛି। ଦେବାଶିଷଙ୍କ ଭଡ଼ା ଘର, ବାସଭବନରେ ଓ କାର୍ଯ୍ୟାଳୟରେ ଚଢାଉ ଚାଲିଥିବା ଜଣାପଡ଼ିଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ନେଇ ଅଧିକ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories