www.samajalive.in
Monday, December 15, 2025
16.1 C
Bhubaneswar

ପିଲରକୁ ଧକ୍କା ଦେଲା ବାଇକ୍, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରଣ୍ଡିଯୋଡ଼ି ଚେକ୍ ଗେଟ୍ ନିକଟରେ ବୁଧବାର ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଅଗ୍ନିଶମ ବାହିନୀ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଯଶିପୁର ଥାନା କପଣ୍ଡ ଗ୍ରାମର ଘାସିରାମ ହୋ ବୋଲି ଜଣାପଡିଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ସେ ବାଇକ୍ ଯୋଗେ ଯାଉଥିବା ବେଳେ ବାଇକଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ପିଲରକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories