www.samajalive.in
Sunday, December 7, 2025
23.1 C
Bhubaneswar

ସାମ୍ବାଦିକଙ୍କୁ ମାଡ଼ ପ୍ରତିବାଦରେ ସ୍ବାମପାଟଣା ପ୍ରେସ କ୍ଲବ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା: କେନ୍ଦ୍ରାପଡାରେ କାର୍ଯ୍ୟରତ ଜଣେ ସାମ୍ବାଦିକଙ୍କୁ ଜନୈକା ମହିଳା ଆରକ୍ଷୀ ମାଡ଼ ମାରିବା ପ୍ରତିବାଦରେ ଆଜି ସ୍ବାମପାଟଣା ପ୍ରେସ କ୍ଲବ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସମ୍ପୃକ୍ତା ମହିଳା ଆରକ୍ଷୀଙ୍କୁ ଚାକିରିରୁ ନିଲମ୍ବନ ସହିତ ତୁରନ୍ତ ଗିରଫ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ପ୍ରେସ କ୍ଲବର ଉପଦେଷ୍ଟା ରାହାସ ବିହାରୀ ପୃଷ୍ଟି, ସଭାପତି ମହେଶ୍ୱର ପୃଷ୍ଟି, ଉପସଭାପତି ବୀର କିଶୋର ଦାଶ, ରଞ୍ଜନ କୁମାର ବାରିକ, ସମ୍ପାଦକ ବିଜୟ ରତ୍ନ ପତି, ସହ ସମ୍ପାଦକ କାମିନୀକାନ୍ତ ଦିବେଦୀ, କୋଷାଧକ୍ଷ କିଶୋର ଚନ୍ଦ୍ର ମହାନ୍ତ, ନିଶିକାନ୍ତ ବେହେରା, ଉଗ୍ରସେନ ପୃଷ୍ଟି, ସନ୍ତୋଷ ପତି, ଅନିରୁଦ୍ଧ ନାୟକ, ବସନ୍ତ କୁମାର ମହାନ୍ତ, ବିଜୟ କାରୁଆ, ଅଞ୍ଜନ ରଣା ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories