www.samajalive.in
Saturday, December 6, 2025
15.1 C
Bhubaneswar

କାରକୁ ଧକ୍କା ଦେଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ କାରକୁ ଏକ ୧୪ ଚକିଆ ଟ୍ରକ ଧକ୍କା ଦେଇଛି। ଦୁର୍ଘଟଣାରେ କାର ଚାଳକ ଅଳ୍ପକେ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଟ୍ରକଟି ଯଶିପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ହଠାତ୍ ବାମ ପାର୍ଶ୍ଵ ରାସ୍ତାରୁ ଡାହାଣ ପାର୍ଶ୍ଵ ରାସ୍ତାକୁ ଚାଲିଯିବାରୁ ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ଧକ୍କା ଦେଇଥିଲା। କାରର ସମ୍ମୁଖ ଭାଗ ଭାଙ୍ଗି ରୁଜି ଚୁରମାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଦ୍ବୟକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories