www.samajalive.in
Monday, December 15, 2025
16.1 C
Bhubaneswar

ଯାତ୍ରାରେ ଦେଖିବା ବେଳେ ନାବାଳିକାକୁ ଅସଦାଚରଣ କରିବା ମାମଲାରେ ଯୁବକଙ୍କ ଗିରଫ

ପାଟଣା – ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକା ଯାତ୍ରା ଦେଖିବା ଯାଇଥିବା ସମୟରେ ଜଣେ ଯୁବକ ଅସଦାଚରଣ କରିଥିବା ଅଭିଯୋଗ । ଏହି ଘଟଣାରେ ତୁରୁମୁଙ୍ଗା ପୁଲିସ ଭୁଲୁଦା ଗ୍ରାମର କରୁଣା ସାଗର ନାଏକ ଓରଫ କୁନୁ(୨୪)ଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ ନାବାଳିକା ଜଣଙ୍କ ସାଙ୍ଗଙ୍କ ସହ ଗ୍ରାମରେ ଚାଲିଥିବା ଯାତ୍ରାକୁ ଦେଖିବା ପାଇଁ ଯାଇଥିବା ସମୟରେ ଯୁବକ ଜଣଙ୍କ ତାଙ୍କୁ ଅସଦାଚରଣ କରିଥିଲା ।

- Advertisement -

ଏ ନେଇ ନାବାଳିକାର ପରିବାର ପକ୍ଷରୁ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିବାପରେ ଥାନାଧିକାରୀ ଇନ୍ଦ୍ରଜିତ ବେହେରା ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକ କରୁଣା ସାଗର ନାଏକ ଓରଫ କୁନୁକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଏନେଇ ତୁରୁମୁଙ୍ଗା ଥାନା ରେ ୧୮୯ /୨୩ରେ ମାମଲା ରୁଜୁ ହୋଇଥିବା ଜଣାପଡିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories