www.samajalive.in
Monday, December 8, 2025
27.1 C
Bhubaneswar

ଯୁବକଙ୍କୁ ନୃଶଂସ ହତ୍ୟା

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ବସଷ୍ଟାଣ୍ଡ ନିକଟ ପାତ୍ର ସାହିରେ ଜଣେ ଯୁବକଙ୍କୁ ନୃଶଂସ ଭାବେ ହାଣି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ନିକଟସ୍ଥ ଖଣ୍ଟଘର ଗ୍ରାମର ଭାରତ ଭୂଷଣ ନାୟକ ଓରଫ ଛବି (୨୭) ବୋଲି ଜଣାପଡିଛି। ବୁଧବାର ମଧ୍ୟରାତ୍ରିରେ ଏହି ଘଟଣା ଘଟିଛି। ଯୁବକଙ୍କୁ ଉଦ୍ଧାର କରି ଘଟଗାଁ ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଗାଁ ଥାନାଧିକାରୀ ଅଞ୍ଜନ କୁମାର ପାତ୍ର ଢେଙ୍କିକୋଟ ଆସି ତଦନ୍ତ ଆରମ୍ଭ କରିଛନ୍ତି। ପ୍ରାଥମିକ ସୂଚନାରୁ ପ୍ରେମ ବ୍ୟାପାରକୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories