www.samajalive.in
Friday, December 5, 2025
26.1 C
Bhubaneswar

ପିକଅପ ଭ୍ୟାନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥ ଢେଙ୍କିକୋଟ ସ୍ଥିତ ଗୋଦାବରୀ ଢାବା ନିକଟରେ ପିକଅପ ଭ୍ୟାନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ନିକଟସ୍ଥ ଟିକିରା ଗ୍ରାମର ରାବଣ ନାଏକ  ବୋଲି ଜଣାପଡିଛି। ସେ ରାସ୍ତା ପାରି ହେଉଥିବା ସମୟରେ ଏକ ପିକଅପ ଭ୍ୟାନ ତାଙ୍କୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଖବର ପାଇ ଆମ୍ବୁଲାନ୍ସ ରାବଣଙ୍କୁ ଘଟଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏହି ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories