www.samajalive.in
Friday, December 5, 2025
26.1 C
Bhubaneswar

ସାଧୁପଡା ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାଟଣା :  କେନ୍ଦୁଝର ଜିଲ୍ଲା ପାଟଣା ଥାନା ପାଟଣା ବଜାର ମୁଖ୍ୟାଳୟ ସାଧୁପଡାର ଜବନ୍ତ ମାହାନ୍ତଙ୍କ ନବନିର୍ମିତ ଗୃହ ନିକଟରୁ ଆଜି ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପାଟଣା ପୁଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ କରୁଛି। ତେବେ ମୃତ ବ୍ୟକ୍ତି ଜଣଙ୍କ ଜଣେ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡିଛି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories