www.samajalive.in
Monday, December 15, 2025
24.1 C
Bhubaneswar

ଝାଡା ବାନ୍ତି ରେ ବିବାହିତ ଯୁବକ ମୃତ

ପାଟଣା – ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାରୁପାଟ ଗ୍ରାମର ଘଟକେଶ୍ୱର ନାଏକ(୨୭)ନାମକ ଜଣେ ଯୁବକର ଝାଡା ବାନ୍ତିରେ ମୃତ୍ୟୁ ଘଟିଛି। ଗତକାଲି ସେ ଗୁରୁତର ହୋଇ ପଡ଼ିଥିବାରୁ ତାଙ୍କୁ ରାତିରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ଡାକ୍ତରଖାନା ଆସିବା ପୂର୍ବରୁ ଘଟକେଶ୍ୱର ଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେବା ସହ ପୁଲିସ କୁ ମଧ୍ୟ ଜଣାଇଥିଲେ। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତରଣୀ ସେନ ବାଗ କେନ୍ଦୁଝର ଯାଇ ମୃତକଙ୍କର ଶବ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି। ମୃତକଙ୍କ ଏକମାତ୍ର ଶିଶୁ କନ୍ୟା ଓ ପତ୍ନୀ ଘଟକେଶ୍ୱରଙ୍କର ମୃତ୍ୟୁରେ ଭାଙ୍ଗି ପଡିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories