www.samajalive.in
Monday, December 15, 2025
15.1 C
Bhubaneswar

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣା,କକା ପୁତୁରା ଗୁରୁତର

ପାଟଣା (ନିପ୍ର)-  ଭାରସାମ୍ୟ ହରାଇ ବାଇକ୍‌ ରାସ୍ତାରେ ଖସି ଯିବାରୁ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଏହି ଦୁଇଜଣ ସମ୍ପର୍କରେ ଦାଦା ପୁତୁରା ।ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡ଼ମସିଣାଵିଲା ଗ୍ରାମରୁ ଢେଙ୍କିକୋଟକୁ ବାଇକ ଯୋଗେ ଆସୁଥିବା ସମୟରେ ସାନ ଵରଵେଡା ବୁଲାଣି ରାସ୍ତା ରେ ଭାରସାମ୍ୟ ହରାଇ ବାଇକ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

 

- Advertisement -

ବଡ଼ମସିଣାଵିଲା ଗ୍ରାମ ର ଅଭୟ ଦାସ (୪୮)  ଓ ତାଙ୍କ ପୁତୁରା ବିଭୁ ସୁନ୍ଦର ଦାସ (୨୮) ଙ୍କୁ ଧରି ବାଇକ୍ ଯୋଗେ ଢେଙ୍କିକୋଟ ଆସୁଥିବା ସମୟରେ ଦୁର୍ଘଟଣା ଘଟିଛି l ଗୁରୁତରମାନଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟ   ପଠାଯାଇଥିଲା । ମାତ୍ର ବିଭୁ ସୁନ୍ଦରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories