www.samajalive.in
Friday, December 5, 2025
20.1 C
Bhubaneswar

ନିଟ୍‌‌ ପରୀକ୍ଷାରେ ସଫଳତା

ପାଟଣା: ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ନିଟ୍‌‌)ରେ ତୁରୁମୁଙ୍ଗା ବାସିନ୍ଦା ସ୍ୱର୍ଗତ ପ୍ରଦୀପ କୁମାର ବେହେରାଙ୍କ ପୁଅ ସୁମିତ କୁମାର ବେହେରା ୭୨୦ରୁ ୬୮୫ ନମ୍ବର ରଖି ସଫଳତା ପାଇଛନ୍ତି। ସେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରୁ ୯୩ ପ୍ରତିଶତ ନମ୍ବର ରଖି ମାଟ୍ରିକ ପାସ କରିବା ପରେ ଭୁବନେଶ୍ୱରର ଏକ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହୋଇ ନିଟ ପାଇଁ ପ୍ରସ୍ତୁତି ଚଳାଇଥିଲେ। ସେ ଜଣେ ଆଦର୍ଶ ଡାକ୍ତର ହେବା ପାଇଁ ଲକ୍ଷ୍ୟ ରଖିଥିବା କହିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories