www.samajalive.in
Sunday, December 14, 2025
17.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ପାତ୍ରପୁର -ଜରଡ଼ା ଥାନା ଜରଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କର ପୋଖରୀ ରେ ବୁଡି ମୃତ୍ୟୁ ହୋଇଥିବା ଜଣା ପଡିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଜରଡ଼ା ଗ୍ରାମର ଗଙ୍ଗା ଡାକୁଆ (୫୫ ବର୍ଷ) । ଗତକାଲି ଅପରାହ୍ନ ଠାରୁ ଗଙ୍ଗା ନିଖୋଜ ଥିଲେ। ପରିବାର ଲୋକମାନେ ଖୋଜାଖୋଜି କରି ଥିଲେ ମଧ୍ୟ ତାଙ୍କରି ସନ୍ଧାନ ପାଇପାରି ନଥିଲେ।

ଶୁକ୍ରବାର ଗ୍ରାମର କିଛି ବ୍ୟକ୍ତି ନେଳିଆ ବନ୍ଧ ପୋଖରୀ ମଧ୍ୟରେ ଗଙ୍ଗା ଙ୍କ ମୃତଦେହ ଭାସୁଥିବା ଦେଖି ପରିବାର କୁ ଖବର ଦେଇଥିଲେ। ପରିବାର ପକ୍ଷରୁ ଜରଡ଼ା ପୋଲିସ କୁ ଜଣାଇବା ପରେ ପୋଲିସ ଅଗ୍ନିଶମ ବିଭାଗ ସହାୟତାରେ ପୋଖରୀ ମଧ୍ୟରୁ ଶବ ଉଦ୍ଧାର କରିଥିଲେ। ଏହା ପରେ ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇ ଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories