www.samajalive.in
Sunday, December 7, 2025
23.1 C
Bhubaneswar

ପାଟକୁରା ନିର୍ବାଚନ : ୧୧ଟା ସୁଦ୍ଧା ୨୬% ମତଦାନ

ପାଟକୁରା : ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଚାଲିଛି। ନିର୍ବାଚନୀ ମୈଦାନକୁ ଓହ୍ଲାଇଥିବା ମୋଟ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ୨ ଲକ୍ଷ ୪୪ ହଜାର ୭୪୭ ମତଦାତା ନିର୍ଦ୍ଧାରଣ କରୁଛନ୍ତି। ତେବେ ଦିନ ୧୧ଟା ସୁଦ୍ଧା ୨୬% ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ସକାଳ ୯ଟା ସୁଦ୍ଧା ୧୨% ମତଦାନ ହୋଇଥିଲା। ପ୍ରଥମେ ସମସ୍ତ ୩୦୯ଟି ବୁଥରେ ମକପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories