www.samajalive.in
Wednesday, December 10, 2025
15.1 C
Bhubaneswar

ଆସନ୍ତାକାଲି ପାଟକୁରା ବିଧାନସଭା ଫଳାଫଳ

କେନ୍ଦ୍ରାପଡା : ଆସନ୍ତାକାଲି କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଧାନସଭା ଆସନ ଲାଗି ହୋଇଥିବା ନିର୍ବାଚନର ଭୋଟ୍‍ ଗଣତି କରାଯିବା ସହ ଫଳାଫଳ ଘୋଷଣା କରାଯିବ। ଏଥିଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୋଟ୍‍ ୧୮ଟି ରାଉଣ୍ଡରେ ଭୋଟ୍‍ ଗଣତି ହେବା ସକାଶେ ୧୮ଟି ଟେବୁଲ୍‍ର ବ୍ୟବସ୍ଥା କରାଯାଇଛି।

କେନ୍ଦ୍ରାପଡ଼ା  ସ୍ବୟଂଶାସିତ  ମହାବିଦ୍ୟାଳୟରେ ଇଭିଏମ୍‍ଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ରଖାଯାଇଛି। ଇଭିଏମ୍‍ର ସୁରକ୍ଷା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଅର୍ଦ୍ଧସାମରିକ ବାହିନୀ ସହ ଓଏସ୍‍ଏପି ଏବଂ ଜିଲ୍ଲା ପୁଲିସ୍‍ ମଧ୍ୟ ଷ୍ଟ୍ରଙ୍ଗ୍‍ରୁମରେ ଥିବା  ଇଭିଏମ୍‍ ସୁରକ୍ଷାରେ ରହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories