www.samajalive.in
Saturday, December 6, 2025
16.1 C
Bhubaneswar

ମେ’ ୧୯ରେ ହେବ ପାଟକୁରା ନିର୍ବାଚନ

ପାଟକୁରା: କେନ୍ଦ୍ରାପଡ଼ା ଜିଲାର ପାଟକୁରା ବିଧାନସଭା ଆସନରେ ନିର୍ବାଚନକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପାର ଅବସାନ ଘଟିଛି। ପାଟକୁରା ନିର୍ବାଚନ ପାଇଁ ବୁଧବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୧୯ ତାରିଖ ଦିନ ଏହି ଆସନରେ ଭୋଟ ଗ୍ରହଣ ହେବ ବୋଲି ନିର୍ବାଚନ କମିଶନ ଧାର୍ଯ୍ୟ କରିଛନ୍ତି। ଏଥିପାଇଁ ମେ ୧ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି।

ସୂଚନାଯୋଗ୍ୟ, ପାଟକୁରା ବିଧାନସଭା ଆସନରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ଯୋଗୁଁ ସେଠାରେ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories