www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ଟ୍ରକ ଧକ୍କାରେ ୨ ଗୁରୁତର ଘଟଣା, ଜଣେ ମୃତ

ପାଟଣା : ଗତ ୩୦ ତାରିଖ ୨୦ ନଂ ଜାତୀୟ ରାଜପଥ ଅନ୍ତର୍ଗତ ଢେଙ୍କିକୋଟର ଭାରତ ପେଟ୍ରୋଲ ପମ୍ପ ନିକଟରେ ଅଜଣା ଟ୍ରକ ଧକ୍କାରେ ବାଇକରେ ଥିବା ୨ଜଣ ଯୁବକ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ କଟକରେ ଚିକିତ୍ସା ଧୀନ ଅବସ୍ଥାରେ ୭ ତାରିଖ ସନ୍ଧ୍ୟାରେ ଜଣେ ଯୁବକଙ୍କର ମସ୍ତିଷ୍କ ଅସ୍ତ୍ରୋପଚାର ସମୟରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ବଡମସିଣାବିଲା ଗ୍ରାମର ଅର୍ଜୁନ ଚରଣ ନାଏକଙ୍କ ପୁଅ ପ୍ରକାଶ ନାଏକ (୨୦)ବୋଲି ଜଣାପଡିଛି। ଗତକାଲି ମର ଶରୀର ଗ୍ରାମକୁ ଅଣାଯାଇ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories