www.samajalive.in
Sunday, December 14, 2025
26.1 C
Bhubaneswar

ଡୁମୁରିଆ ବିଏସ୍ ଉଚ୍ଚ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ ବୈଠକ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ବିଏସ୍ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଧାକର ପଣ୍ଡାଙ୍କ ସଭାପତିତ୍ବରେ ମୋ ସ୍କୁଲ ଅଭିଯାନ ବୈଠକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଦମୟନ୍ତୀ ନାୟକ, ମୋ ସ୍କୁଲ ଅଭିଯାନ ପକ୍ଷରୁ ରବିନ୍ଦ୍ର କୁମାର ପଲେଇ, ଗୈାର ନାଏକ, ପ୍ରହଲ୍ଲାଦ ପଲେଇ, ବିକ୍ରମ ସେଠୀ ପ୍ରମୁଖ ଉପସ୍ଥିତ ରହି ଆୟବ୍ୟୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହା ଛଡ଼ା ବିଦ୍ୟାଳୟର ଉନ୍ନତି କାରଣ ପାଇଁ ମୋ ସ୍କୁଲ ଅଭିଯାନ ପାଣ୍ଠ ରୁ ପାରିପାର୍ଶ୍ବିକ ଖର୍ଚ୍ଚର ହିସାବ ସଦସ୍ୟ ସଦସ୍ୟାମାନଙ୍କୁ ଦିଆଯାଇଥିଲା।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories