www.samajalive.in
Monday, December 15, 2025
24.1 C
Bhubaneswar

ଖିରେଇଟାଙ୍ଗିରୀ ମଣ୍ଡଳ ପକ୍ଷରୁ ସୁଶାସନ ଦିବସ ପାଳିତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ବିଜେପି ମଣ୍ଡଳ ପକ୍ଷରୁ ଖିରେଇଟାଙ୍ଗିରୀ ଶିବ ମନ୍ଦିର ପ୍ରାଙ୍ଗଣରେ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଯଶ୍ବସୀ ଜନନେତା ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ୯୭ତମ ଜନ୍ମଜୟନ୍ତୀକୁ ସୁଶାସନ ଦିବସ ଭାବେ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ରାଧାକାନ୍ତ ମହାନ୍ତ, ଖିରେଇଟାଙ୍ଗିରୀ ସରପଞ୍ଚ ବନଜ କୁମାର ନାୟକ, ମଣ୍ଡଳ ସଭାପତି ମହେନ୍ଦ୍ର ନାୟକ, ଭାସ୍କର ମହାନ୍ତ, ସୁଶାନ୍ତ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାସୁମନ ଜଣାଇଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories