www.samajalive.in
Friday, December 12, 2025
19.1 C
Bhubaneswar

କାଳବୈଶାଖୀରେ କୁକୁଡ଼ା ଫାର୍ମ ଉଡିଗଲା

ପାଟଣା: ପାଟଣା ବ୍ଲକ ତୁରୁମୁଙ୍ଗା ଓ ଏହାର ଆଖପାଖରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। କାଳବୈଶାଖି ପ୍ରଭାବରେ ପ୍ରବଳ ପବନ ବହିବା ଯୋଗୁ ଅନେକଙ୍କ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ବୁଢିକାପୁଡ଼ି ପଞ୍ଚାୟତ ତେନ୍ତୁଳା ଗ୍ରାମରେ ପୂର୍ଣ୍ଣଚନ୍ଦ୍ର ନାଏକଙ୍କ କୁକୁଡ଼ା ଫାର୍ମର ଆଜବେଷ୍ଟସ ଛପରକୁ ପବନ ଉଡେଇ ନେବାରୁ ତାହା ତଳେ ପଡ଼ି ଖଣ୍ଡଖଣ୍ଡ ହୋଇଯାଇଛି। କେତେକ ଟାଇଲି ଛପର ଘର ମଧ୍ୟ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories