www.samajalive.in
Sunday, December 14, 2025
26.1 C
Bhubaneswar

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପ ର ମଙ୍ଗଳପୁର ନିକଟରେ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଟ୍ରାକ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲେ ମଧ୍ୟ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ।

ସୂଚନା ଅନୁଯାୟୀ ଟ୍ରାକ୍ଟରଟି ଭୀମକୁଣ୍ଡ ରାସ୍ତାରେ ମଙ୍ଗଳପୁର ଆଡ଼କୁ ଆସୁଥିବା ବେଳେ ୨୨୦ ନମ୍ବର ଜାତୀୟ ରାଜପଥ ଉପରେ ଓଲଟି ପଡ଼ିଥିଲା। ତେବେ ସୌଭାଗ୍ୟ କ୍ରମେ ଟ୍ରାକ୍ଟର ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମେସିନ ସାହାଯ୍ୟରେ ଟ୍ରାକ୍ଟରଟିକୁ ଉଠାଯିବା ପରେ ଗନ୍ତବ୍ୟ ସ୍ଥଳକୁ ଯାଇଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories