www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ ଭିତରୁ ୮ ଫୁଟର ଅଜଗର ସାପ ଉଦ୍ଧାର

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ମିରିଗିଖୋଜି ଗ୍ରାମର ରାସ୍ତା କଡ଼ରୁ ଆଜି ଏକ ୮ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି। ସାପଟି ଖରାଟିଆ ଧାନ ଚାଷ ହୋଇଥିବା ଏକ ଧାନ କିଆରିରୁ ବାହାରି ପଡିଆ ନିକଟରେ ଥିବା ଏକ ବାଇକରେ ପଶି ଯାଇଥିବା ବେଳେ ଗ୍ରାମର କିଛି ଲୋକ ସାପ ଦେଖି ପାଟଣା ବନ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ସାହାରପଡ଼ା ବନପାଳ ମୋହିନୀ ମହାନ୍ତ ଓ କର୍ମଚାରୀ ପହଞ୍ଚି ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲ ଛାଡିଥିବା ଜଣାପଡିଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories