www.samajalive.in
Sunday, December 14, 2025
26.1 C
Bhubaneswar

ସାନ୍ତାଳ ସମ୍ପ୍ରଦାୟ ପାଳିଲେ ରାଷ୍ଟ୍ରପତିଙ୍କ ବିଜୟ ଉତ୍ସବ

ପାଟଣା: ପାଟଣା ନିର୍ବାଚନ ମଣ୍ଡଳୀର ବର୍ଦ୍ଧନା ଗ୍ରାମରେ ସାନ୍ତାଳ ଜାତି ସମୁଦାୟ ତରଫରୁ ଆଜି ବିଜୟ ଉତ୍ସବ ପାଳନ କରାଯିବା ସହ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଜସ୍ର ଅଭିନନ୍ଦନ ଜ୍ଞାପନ କରାଯାଇଛି। ଏହି ଅବସରରେ ସାମୁହିକ ନୃତ୍ୟ ସଙ୍ଗୀତ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପରସ୍ପର ମିଠା ଖୁଆଖୁଇ ହେବା ସହ ନାଚ ଗୀତରେ ସାମିଲ ହୋଇଥିଲେ। ଏଥିରେ ବିଜେପି ନେତା ଅଖିଳ ଚନ୍ଦ୍ର ନାଏକ, ପୂର୍ବତନ ଜିଲ୍ଲା ବିଜେପି ସଭାପତି ରାଧାକାନ୍ତ ମହାନ୍ତ ଯୁବମୋର୍ଚ୍ଚାର କାର୍ଯ୍ୟକାରିଣୀ ସଦସ୍ୟ ପ୍ରକାଶ ମଲ୍ଲିକ ଓ ସ୍ଥାନୀୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ସାନ୍ତାଳି ସମୁଦାୟର ଏହି ଭବ୍ୟ ବିଜୟ ଉତ୍ସବ ଅଞ୍ଚଳବାସୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories