www.samajalive.in
Monday, December 15, 2025
14.1 C
Bhubaneswar

ପାଟଣା ଜାଗର ମହୋତ୍ସବ ଉଦଯାପିତ

ପାଟଣା : ପାଟଣା ଜାଗର ମହୋତ୍ସବ ଆଜି ଉଦଯାପିତ ହେଇଛି। ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଏ ମାଟିର କଳାକାର ମାନେ ଜଣେ ଜଣେ ସଫଳ କଳାକାର ହେବାକୁ ଆହ୍ବାନ ଜଣାଇଥିଲେ। ହାସ୍ୟ ଅଭିନେତା ଗୁଡୁଙ୍କ ଠାରୁ ବବିତା ମହାନ୍ତ,ଖୁସି ନାଏକଙ୍କ ଉଦାହରଣ ଦେଇ ଏଭଳି ମଞ୍ଚ ସେମାନଙ୍କ ପ୍ରତିଭାକୁ ଲୋକ ଲୋଚନକୁ ଆଣିବ ବୋଲି ମତ ରଖିଥିଲେ।

ସମ୍ମାନୀତ ଅତିଥି ଭାବେ ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ପାଟଣା ସରପଞ୍ଚ ବିନତି ବାନରା,ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ ଓ ଆନନ୍ଦେଶ୍ୱର ମନ୍ଦିର କମିଟିର ଅଜୟ କୁମାର ଦାଶ ପ୍ରମୁଖ ମଞ୍ଚାସୀନ ରହି ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିଥିଲେ। ଉଦଯାପନ କାର୍ଯ୍ୟକ୍ରମ କମଳାକାନ୍ତ ପତି ଓ ପାର୍ଥ ସାରଥୀ ଵେଜଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଛି। ଉଦଯାପନ ଦିବସରେ ଟମକାର ମା ଖଣ୍ଡୁରାଇ ଝୁମର ଗ୍ରୁପ ନୃତ୍ୟ ସଙ୍ଗୀତ ପରିବେଷଣ କରି ଜନତାଙ୍କୁ ମନ୍ତ୍ରମୁଗ୍ଧ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories