www.samajalive.in
Sunday, December 7, 2025
13.1 C
Bhubaneswar

ପାଟନାରେ ହେବ ୨୦୨୪ ନିର୍ବାଚନ ପାଇଁ ମହାମେଳି

ପାଟନା: ବିଜେପିକୁ ମାତ୍‌ ଦେବାକୁ କଂଗ୍ରେସ ପୂରାଦମରେ ଲାଗିପଡ଼ିଛି। କର୍ଣ୍ଣାଟକ ନିର୍ବାଚନ ଫଳାଫଳ କଂଗ୍ରେସର ବିଶ୍ବାସକୁ ବୃଦ୍ଧି କରିଛି। ଜୁନ୍‌ ୨୩ରେ ବିରୋଧୀଙ୍କ ମେଗା ସୋ ପାଟନାରେ ହେବ ବୋଲି ସୂଚନା ମିଳିଛି । ଏହି ମହାମେଳିରେ ସାମିଲ ହେବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳୀୟ ମୁଖ୍ୟ । ମହାସମାବେଶରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପ୍ରମୁଖ ସାମିଲ ହେବାର କାର୍ୟ୍ୟକ୍ରମ ରହିଛି। ସମାବେଶରେ ଆସନ୍ତା ଲୋକସଭା ନିର୍ବାଚନରେ ଏକତ୍ର ଲଢେଇ କରିବା ଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories