www.samajalive.in
Saturday, December 6, 2025
14.1 C
Bhubaneswar

ଅଟୋକୁ ଧକ୍କା ଦେଲା ଟ୍ରକ ; ୩ ମୃତ

ପାଟନା : ବିହାର ମୁଜଫରପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ବରୁରାଜ ଥାନା ଅନ୍ତର୍ଗତ ମୁରାରପୁର ନିକଟରେ ଘଟିଛି। ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଦ୍ରୁତ ଗତିରେ ଥିବା ଏକ ଟ୍ରକ ଅଟୋକୁ ଧକ୍କା ଦେଇଥିଲା। ଅଟୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଥିଲେ। ମୃତକଙ୍କ ମଧ୍ୟରେ ମହିଳା, ଶିଶୁ ଓ ଯୁବକ ରହିଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଏକାଠି ହେବା ସହ ପୁଲିସକୁ ଖବର ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories